ନନ୍ଦନବିହାର ଅଞ୍ଚଳରେ ଅଗ୍ନିକାଣ୍ଡ, ସୁରକ୍ଷିତ ଉଦ୍ଧାର ହେଲେ ୩ଜଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ନନ୍ଦନବିହାର ସ୍ଥିତ ୩ ମହଲା କୋଠାରେ ଅଗ୍ନିକାଣ୍ଡ । ପ୍ରଥମ ମହଲାରୁ ୩ଜଣଙ୍କୁ ଉଦ୍ଧାର କଲା ଅଗ୍ନ୍ନିଶମ ବିଭାଗ । ସ୍କାୟେଟେକ ଇନଫୋସିଟି ଭିଲାରେ ଘଟିଛି ଅକ୍ନିକାଣ୍ଡ । ସକାଳ ୬ଟା ସମୟରେ ନିଆଁ ଲାଗିଥିଲା ।

ଅଗ୍ନିକାଣ୍ଡରେ ତିନୋଟି ଘରର ସମସ୍ତ ଆସବାବପତ୍ର ନଷ୍ଟ ହୋଇଯାଇଛି । ସଟସର୍କିଟ ଯୋଗୁ ନିଆଁ ଲାଗିଥିବା ଜଣାପଡିଛି । ୩ଟି ଦମକଳ ଗାଡି ନିୟୋଜିତ ହୋଇ ନିଆଁକୁ ଆୟତ୍ତ କରିଥିଲେ । ଘଟଣାରେ ଦୁଇ ଅଗ୍ନିିଶମ କର୍ମଚାରୀ ଆହାତ ମଧ୍ୟ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ