Masthead

ହୁତୁ ହୁତୁ ହୋଇ ଜଳି ଗଲା ବସ

କଟକ (ବଡ଼ ଖବର ବ୍ୟୁରୋ): ହୁତୁ ହୁତୁ ହୋଇ ଜଳି ଗଲା ବସ । କଟକ ଲିଙ୍କ ରୋଡ ଛକରେ ଘଟିଛି ଅଘଟଣ । ବସରେ ଥିବା ସିଟ ଲେଦର ଓ କପଡାରେ ଲାଗିଛି ନିଆଁ । ଏବେ ବି ନିଆଁ ଆୟତ ହୋଇନାହିଁ । ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରୁଛି । ବସଟି ନିୟମିତ ଭାବେ କଟକରୁ ବରଗଡ ଯିବା ଆସିବା କରୁଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା