Masthead

ହୁତୁ ହୁତୁ ହୋଇ ଜଳି ଗଲା ବସ

କଟକ (ବଡ଼ ଖବର ବ୍ୟୁରୋ): ହୁତୁ ହୁତୁ ହୋଇ ଜଳି ଗଲା ବସ । କଟକ ଲିଙ୍କ ରୋଡ ଛକରେ ଘଟିଛି ଅଘଟଣ । ବସରେ ଥିବା ସିଟ ଲେଦର ଓ କପଡାରେ ଲାଗିଛି ନିଆଁ । ଏବେ ବି ନିଆଁ ଆୟତ ହୋଇନାହିଁ । ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରୁଛି । ବସଟି ନିୟମିତ ଭାବେ କଟକରୁ ବରଗଡ ଯିବା ଆସିବା କରୁଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର