ଅଗ୍ନିକାଣ୍ଡରେ ଲକ୍ଷାଧିକ ସମ୍ପତ୍ତି ନଷ୍ଟ

ସାଲେପୁର (ବଡ଼ ଖବର ବ୍ୟୁରୋ): ଅଗ୍ନିକାଣ୍ଡରେ ଲକ୍ଷାଧିକ ସମ୍ପତି ନଷ୍ଟ। କଟକ ଜିଲ୍ଲା ସାଲେପୁର ବ୍ଲକ କୁଳସମିତଙ୍ଗା ଗ୍ରାମର ଅଜିତ୍ କୁମାର ସାହୁଙ୍କ ଘରେ ଘଟିଛି ଅଗ୍ନିକାଣ୍ଡ। କୌଣସି କାରଣରୁ ନିଆଁ ଲାଗି ଅଜିତଙ୍କ ଘରର ସମସ୍ତ ଆସବାବପତ୍ର ପୋଡ଼ି ନଷ୍ଟ ହୋଇଯାଇଛି। ନଷ୍ଟ ହୋଇଥିବା ସାମଗ୍ରୀର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି କୁହାଯାଉଛି । ଘରେ କେହି ନ ଥିବାବେଳେ ଏଭଳି ଘଟଣା ଘଟିଥିବା ସୂଚନା ମିଳିଛି। ନିଆଁ ଲାଗିଯିବା ଫଳରେ ଅଜିତଙ୍କ ପଡ଼ୋଶୀ ପାଣି ପକାଇ ନିଆଁକୁ କିଛି ସମୟ ଆୟତ କରିଥିଲେ । ଦମକଳ ବାହିନୀ ପହଞ୍ଚି ନିଆଁକୁ ସମ୍ପୂର୍ଣ୍ଣ ଲିଭାଇଥିଲା। ଅଜିତଙ୍କ ପରିବାର ଲୋକେ ତନ୍ତ ମାଧ୍ୟମରେ ଲୁଗା ବୂଣି ରୋଜଗାର କରୁଥିଲେ । ମାତ୍ର ଅଗ୍ନକାଣ୍ଡରେ ତନ୍ତ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଫଳରେ ପରିବାର ଜୀବିକା ହରାଇଛନ୍ତି । ଅଗ୍ନିକାଣ୍ଡର କାରଣରୁ ଜଣାପଡ଼ି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ 🔴 ୧୬ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ 🔴 ୧୬ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ