Masthead

ଜଙ୍ଗଲରେ ନିଆଁ, ରାଜରାସ୍ତାରେ ହାତୀପଲ

ଭଞ୍ଜନଗର (ବଡ଼ ଖବର ବ୍ୟୁରୋ): ପ୍ରଚଣ୍ଡ ଖରା ସାଙ୍ଗକୁ ଜଙ୍ଗଲରେ ନିଆଁ। ବନ୍ୟପ୍ରାଣୀଙ୍କ ଜୀବନକୁ ଆଉଟୁ ପାଉଟୁ କଲାଣି। ଜଙ୍ଗଲରେ ନ ରହି ବନ୍ୟଜନ୍ତୁ ଏବେ ଗାଁ ମୁହାଁ ହେବାର ଚିତ୍ର ସାମ୍ନାକୁ ଆସିଲାଣି। ଉତ୍ତର ଘୁମୁସର ବନଖଣ୍ଡ ମୁଜାଗଡ ବନାଞ୍ଚଳ ନିକଟ ଫୁଲତୋଟା ଜଙ୍ଗଲରେ ୨୨ଟିକିଆ ହାତୀପଲ ରାସ୍ତା ପାର ହେଉଛନ୍ତି।

ହାତୀପଲ ମଧ୍ୟରେ ଛୁଆ ଓ ଦାନ୍ତ ରହିଛନ୍ତି। ମୂଜାଗଡ ବନାଞ୍ଚଳ ଅଞ୍ଚଳରେ ୧୦ଦିନ ହେଲା ହାତୀପଲ ଘୁରି ବୁଲୁଛନ୍ତି। ସବୁ ଦିନ ଅପରାହ୍ନରେ ଭଂଜନଗର ଫୁଲବାଣୀ ମୁଖ୍ୟ ରାସ୍ତାରେ ହାତୀପଲ ପାର ହେଉଥିବା ଦେଖିବାକୁ ମିଳୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ