Masthead

ଭବାନୀ ମଲ୍ ନିକଟରେ ଅଗ୍ନିକାଣ୍ଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସହିଦନଗର ଭବାନୀ ମଲ୍ ନିକଟରେ ଅଗ୍ନିକାଣ୍ଡ । ମଲ୍ ନିକଟରେ ଥିବା ଏକ ବାର୍‌ରେ ଲାଗିଛି ନିଆଁ । ସର୍ଟ ସର୍କିଟରୁ ବାର୍‌ରେ ନିଆଁ ଲାଗିଥିବା ସୂଚନା । ଘଟଣା ସ୍ଥଳରେ ଅଗ୍ନିଶମ କର୍ମଚାରୀ, ନିଆଁ ଲିଭାଇବାକୁ ଉଦ୍ୟମ ମଦ ଦୋକାନରେ ନିଆଁ । ଖବର ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ବାହୀନି ପହଞ୍ଚିଛି । ଅଗ୍ନିଶମ କର୍ମଚାରୀ ଦୋକାନରେ ଲାଗିଥିବା ନିଆଁକୁ ଆୟତ୍ତ କରିଛି । ପ୍ରାଥମିକ ସୂଚନା ଅନୁସାରେ ମଦ ଦୋକାନ ଭିତରେ ୪ଜଣ ଫସିଥିଲେ କିନ୍ତୁ ପରେ ସେମାନେ ସୁରକ୍ଷିତ ଭାବେ ବାହାରି ଆସିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ