Masthead

ସିଲେଟପଡା ରେଲୱ ଷ୍ଟେସନ ନିକଟରେ ଅଗ୍ନିକାଣ୍ଡ

ବଲାଙ୍ଗୀର(ବଡ଼ ଖବର ବ୍ୟୁରୋ):  ସଇଁନ୍ତଲା ବ୍ଲକ ସଇଁନ୍ତଲା ସିଲେଟପଡା ରେଲୱ ଷ୍ଟେସନ ନିକଟରେ ଭୟଙ୍କର ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡ ଫଳରେ ଜଳିଗଲା ଲକ୍ଷାଧିକ ଟଙ୍କାର ପ୍ଲାଷ୍ଟିକ ପାଇପ । ପ୍ରାୟ ଦୁଇ ଘଂଟା ଧରି ଜଳିବା ପରେ ଟିଟଲାଗଡ ଅଗ୍ନିଶମ ବାହୀନୀ ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ କରିଛି । ତେବେ କ୍ଷୟକ୍ଷତି ନେଇ କୌଣସି ସୂଚନା ଏପର୍ଯ୍ୟନ୍ତ ଆସିନାହିଁ । କିପରି ନିଆଁ ଲାଗିଲା ସେ ସମ୍ପର୍କରେ ଅଗ୍ନିଶମ ଟିମ୍ ଅଧିକ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ