Masthead

ସିଲେଟପଡା ରେଲୱ ଷ୍ଟେସନ ନିକଟରେ ଅଗ୍ନିକାଣ୍ଡ

ବଲାଙ୍ଗୀର(ବଡ଼ ଖବର ବ୍ୟୁରୋ):  ସଇଁନ୍ତଲା ବ୍ଲକ ସଇଁନ୍ତଲା ସିଲେଟପଡା ରେଲୱ ଷ୍ଟେସନ ନିକଟରେ ଭୟଙ୍କର ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡ ଫଳରେ ଜଳିଗଲା ଲକ୍ଷାଧିକ ଟଙ୍କାର ପ୍ଲାଷ୍ଟିକ ପାଇପ । ପ୍ରାୟ ଦୁଇ ଘଂଟା ଧରି ଜଳିବା ପରେ ଟିଟଲାଗଡ ଅଗ୍ନିଶମ ବାହୀନୀ ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ କରିଛି । ତେବେ କ୍ଷୟକ୍ଷତି ନେଇ କୌଣସି ସୂଚନା ଏପର୍ଯ୍ୟନ୍ତ ଆସିନାହିଁ । କିପରି ନିଆଁ ଲାଗିଲା ସେ ସମ୍ପର୍କରେ ଅଗ୍ନିଶମ ଟିମ୍ ଅଧିକ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ