Masthead

ଶତାବ୍ଦୀ ଏକ୍ସପ୍ରେସରେ ନିଆଁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡ ନିକଟସ୍ଥ କାନସୋର ଅଂଚଳରେ ଶନିବାର ଶତାବ୍ଦୀ ଏକ୍ସପ୍ରେସର ଏକ ବଗିରେ ନିଆଁ ଲାଗିଛି । ଦିଲ୍ଲୀ ଡ଼େରାଡ଼ୁନ ମଧ୍ୟରେ ଚଳାଚଳ କରୁଥିବା ଏହି ଟ୍ରେନର ସି-୪ କୋଚରେ ସଟସର୍କିଟ ଯୋଗୁଁ ନିଆଁ ଲାଗି ଯାଇଛି । ଏହି ବଗିରେ ଥିବା ସମସ୍ତ ଯାତ୍ରୀଙ୍କୁ ନିରାପଦ ଭାବେ ଉଦ୍ଧାର କରାଯାଇଛି ବୋଲି ଉତ୍ତରାଖଣ୍ଡ ଡ଼ିଜିପି ଅଶୋକ କୁମାର କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ