Masthead

ଶତାବ୍ଦୀ ଏକ୍ସପ୍ରେସରେ ନିଆଁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡ ନିକଟସ୍ଥ କାନସୋର ଅଂଚଳରେ ଶନିବାର ଶତାବ୍ଦୀ ଏକ୍ସପ୍ରେସର ଏକ ବଗିରେ ନିଆଁ ଲାଗିଛି । ଦିଲ୍ଲୀ ଡ଼େରାଡ଼ୁନ ମଧ୍ୟରେ ଚଳାଚଳ କରୁଥିବା ଏହି ଟ୍ରେନର ସି-୪ କୋଚରେ ସଟସର୍କିଟ ଯୋଗୁଁ ନିଆଁ ଲାଗି ଯାଇଛି । ଏହି ବଗିରେ ଥିବା ସମସ୍ତ ଯାତ୍ରୀଙ୍କୁ ନିରାପଦ ଭାବେ ଉଦ୍ଧାର କରାଯାଇଛି ବୋଲି ଉତ୍ତରାଖଣ୍ଡ ଡ଼ିଜିପି ଅଶୋକ କୁମାର କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା