Masthead

ଚଳନ୍ତା ଟ୍ରକରେ ନିଆଁ

ସୁବର୍ଣ୍ଣପୁର(ବଡ଼ ଖବର ବ୍ୟୁରୋ): ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ କମିରା ଠାରେ ଏକ ଚାଉଳ ବୋଝେଇ ଚଳନ୍ତା ଟ୍ରକରେ ନିଆଁ ଲାଗିଯାଇ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଡ୍ରାଇଭର । ବିନିକା ବ୍ଲକ ଯାମପାଲି ଉମାବିଷ୍ଣୁ ରାଇସମିଲ୍ରୁ ଡୁଙ୍ଗୁରିପାଲି ଏଫସିଆଇ ଗୋଦାମକୁ ୨୯୦ ପ୍ୟାକେଟ୍ ଚାଉଳ ନେି ଯାଉଥିବା ବେଳେ ଟ୍ରକ୍ର ଆଗ ପଟରେ ହଠାତ୍ ନିଆଁ ଲାଗିଯାଇଥିଲା । ଏହି ନିଆଁରେ ଟ୍ରକ୍ର ଆଗପଟ ସମ୍ପୂର୍ଣ୍ଣଭାବେ ପୋଡ଼ି ନଷ୍ଟ ହୋଇଯାଇଛି । ଟ୍ରକ୍ରେ ନିଆଁ ସର୍ଟସର୍କିଟ୍ ପାଇଁ ଲାଗିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ବିନିକା ଓ ରାମପୁର ଅଗ୍ନିଶମ ବାହୀନି ପହଂଚି ନିଆଁକୁ ଆୟତ କରିଥିଲେ । ପରେ ଟ୍ରକ୍ର ଆଗ ପଟ ସମ୍ପୂର୍ଣ୍ଣ ଭାବେ ପୋଡ଼ି ଯାଇଥିଲା । ଟ୍ରକ୍ରେ ଥିବା ଚାଉଳ ପ୍ୟାକେଟ୍ ନଷ୍ଟ ହୋଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ