Masthead

ଜଳିଗଲା ଲୁଗା ଶୋ ରୁମ, ନଥିଲା ଫାୟାର ସେଫ୍ଟି

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଜଳିଗଲା ଲୁଗା ଶୋ ରୁମ । ନଥିଲା ଫାୟାର ସେଫ୍ଟି ଅନୁମତି । ଅନୁଗୁଳ ବଜାର ଭିତରେ ଥିବା ମଙ୍ଗଲମ ନାମକ ଏକ ଲୁଗା ଶୋ ରୁମରେ ଭୟାବହ ଅଗ୍ନିକାଣ୍ଡ । ଶୋ ରୁମ ସାମ୍ନାରେ ଥିବା ଏକ ଇଲେକ୍ଟ୍ରି ପୋଲରେ ହଠାତ ସର୍ଟ ସାର୍କିଟ ହୋଇଥିଲା । ପ୍ରଥମେ ଶୋ ରୁମରେ ସାମ୍ନାରେ ଥିବା ଏକ ଫ୍ଲେକ ଓ ଦୁଇଟି ମୋଟରସାଇକେଳରେ ନିଆଁ ଲାଗିଥିଲା ।

ପରେ ଶୋ ରୁମ ଭିତରକୁ ନିଆଁ ବ୍ୟାପି ଥିଲା । ଖବର ପାଇ ଅନୁଗୁଳର ଦୁଇଟି ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିବାକୁ ଚେଷ୍ଟା କରିଥିଲେ । ପରବର୍ତ୍ତୀ ସମୟରେ ନାଲକୋ ଓ ଜେଏସପିଏଲର ଆଉ ଦୁଇଟି ଗାଡି ଆସି ନିଆଁ କୁ ଆୟତ କରିଥିଲେ । ତେବେ ଅଗ୍ନିକାଣ୍ଡରେ ଦୁଇଟି ମୋଟରସାଇକେଲ ସମେତ ଲୁଗା ଦୋକାନଟି ସମ୍ପୂର୍ଣ୍ଣ ପୋଡି ନଷ୍ଟ ହୋଇ ଯାଇଛି । ପ୍ରାୟ ୩୦ ଲକ୍ଷର କ୍ଷୟକ୍ଷତି ହୋଇଥିବା ଆକଳନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ