Masthead

Locରେ ପୁଣି ଗୁଳିବର୍ଷା, ଜବାବ ଦେଲା ଭାରତ

ଜମ୍ମୁକାଶ୍ମୀର(ବଡ଼ ଖବର ବ୍ୟୁରୋ):ପାକିସ୍ତାନ ସେନା ପକ୍ଷରୁ ଅସ୍ତ୍ରବିରତି ଉଲଂଘନ । ଏଲଓସିର ବିଭିନ୍ନ ସ୍ଥାନରେ ପାକ୍‌ ସେନାର ଗୁଳିମାଡ଼ । ତୁତ୍‌ମାରି ଗଳି ଓ ରାମପୁର ସେକ୍ଟରରେ ଗୁଳିମାଡ଼ । ଗତ କାଲି ରାତିରେ ଏଲଓସି ଅଞ୍ଚଳରେ ପାକ୍‌ ସେନା ପୁଣି ଥରେ ଗୁଳିମାଡ଼ କରିଛି । ଭାରତ ମଧ୍ୟ ଏହାର କଡା ଯବାବ ଦେଇଛି । ପାକିସ୍ତାନୀ ପୋଷ୍ଟ୍‌ରୁ ଗୁଳି ମାଡ ହୋଇଛି ।

ଏଲଓସିର ଟୁଓମାରି ଗଲି ଏବଂ ରାମପୁର ସେକ୍ଟରରେ ଉଭୟ ଦେଶର ସେନା ମଧ୍ୟରେ ଗୁଳି ବିନିମୟ ହୋଇଛି । ପାକିସ୍ତାନକୁ ଭାରତ କଡା ଯବାବ ଦେବା ପରେ ଗୁଳି ଚଳାଚଳ ବନ୍ଦ ହୋଇଛି । ଏନେଇ ଭାରତୀୟ ସେନା ପକ୍ଷରୁ ସୂଚନା ଦିଆଯାଇଛି । ପହଲଗାମ ଆକ୍ରମଣ ପଛରେ ପାକିସ୍ତାନ ଥିବା ସ୍ପଷ୍ଟ ହେବା ପରେ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ