Masthead

ଚଳନ୍ତା ଟ୍ରେନରେ ଫାୟାରିଂ, ୪ ମୃତ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଚଳନ୍ତା ଟ୍ରେନ୍‌ରେ ଗୁଳିମାଡ଼। ଜୟପୁର-ମୁମ୍ବାଇ ପାସେଞ୍ଜର ଟ୍ରେନରେ ଗୁଳିମାଡ଼ ହୋଇଛି । ଗୁଳିମାଡ଼ରେ ୪ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଆରପିଏଫ ଏଏସଆଇ ସହ ୩ ଯାତ୍ରୀଙ୍କ ମୃତ୍ୟୁ ହୋଇଛି । ଟ୍ରେନ ଭିତରେ ଆରପିଏଫ କନଷ୍ଟେବଲ୍‌ଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ହୋଇଛି।

ଟ୍ରେନ୍‌ଟି ପାଲଘର ଅତିକ୍ରମ କରିବା ପରେ ଯାତ୍ରୀଙ୍କ ଉପରକୁ କନଷ୍ଟେବଲ ଗୁଳିମାଡ଼ କରିଥିଲେ। କନଷ୍ଟେବଲଙ୍କ ଗୁଳିମାଡ଼ରେ ୩ ଜଣ ଯାତ୍ରୀ ଓ ଜଣେ ଏଏସଆଇଙ୍କ ମୃତ୍ୟୁ ହୋଇଛି। ଫାୟାରିଂ ପରେ କନଷ୍ଟେବଲ ଦହିସର ରେଲ୍‌ୱେ ଷ୍ଟେସନ ନିକଟରେ ଟ୍ରେନ୍‌ରୁ ଡେଇଁ ପଡ଼ିଥିଲେ। ଅଭିଯୁକ୍ତ କନଷ୍ଟେବଲଙ୍କୁ ଅଟକ ରଖାଯିବା ସହ ବନ୍ଧୁକ ଜବତ କରାଯାଇଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି