Masthead

ରଥ ପାଇଁ ପ୍ରଥମ ସମନ୍ୱୟ କମିଟି ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ବସିବ ଶ୍ରୀମନ୍ଦିର ସମନ୍ୱୟ କମିଟି ବୈଠକ । ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ । ପୁରୀ ସମ୍ମିଳନୀ କକ୍ଷରେ ବୈଠକ ବସିବ । ଏନେଇ ଜିଲ୍ଲାର ବିଭିନ୍ନ ବିଭାଗକୁ ଚିଠି କରଯାଇଛି । ଶୃଙ୍ଖଳିତ ନୀତି ସହ ବିଭିନ୍ନ ବିଭାଗ ଉପରେ ଆଲୋଚନା କରାଯିବ । ବୈଠକରେ ରଥ ନୀତି ଶୃଙ୍ଖଳିତ କରିବା ସହ ଲୋକଙ୍କ ସୁରକ୍ଷା ଠାରୁ ଆରମ୍ଭ କରି ସ୍ୱାସ୍ଥ୍ୟ ପର୍ଯ୍ୟନ୍ତ ବିଭିନ୍ନ ବିଭାଗ ଉପରେ ଆଲୋଚନା ହେବ ।

ଆସନ୍ତା ଜୁନ୍ ୨୦ ତାରିଖରେ ଅନୁଷ୍ଠିତ ହେବ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରଥଯାତ୍ରାରେ ୧୦ ଲକ୍ଷ ଭକ୍ତଙ୍କ ସମାଗମ ହେବାକୁ ଥିବାରୁ ସେଥିପାଇଁ ବୈଠକରେ ବିଶେଷ ଭାବେ ଆଲୋଚନା ହେବ । ଏପ୍ରିଲ ୨୨ ତାରିଖ ଅକ୍ଷୟ ତୃତୀୟାରୁ ରଥ ନିର୍ମାଣ କାମ ଆରମ୍ଭ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ