Masthead

ରଥ ପାଇଁ ପ୍ରଥମ ସମନ୍ୱୟ କମିଟି ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ବସିବ ଶ୍ରୀମନ୍ଦିର ସମନ୍ୱୟ କମିଟି ବୈଠକ । ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ । ପୁରୀ ସମ୍ମିଳନୀ କକ୍ଷରେ ବୈଠକ ବସିବ । ଏନେଇ ଜିଲ୍ଲାର ବିଭିନ୍ନ ବିଭାଗକୁ ଚିଠି କରଯାଇଛି । ଶୃଙ୍ଖଳିତ ନୀତି ସହ ବିଭିନ୍ନ ବିଭାଗ ଉପରେ ଆଲୋଚନା କରାଯିବ । ବୈଠକରେ ରଥ ନୀତି ଶୃଙ୍ଖଳିତ କରିବା ସହ ଲୋକଙ୍କ ସୁରକ୍ଷା ଠାରୁ ଆରମ୍ଭ କରି ସ୍ୱାସ୍ଥ୍ୟ ପର୍ଯ୍ୟନ୍ତ ବିଭିନ୍ନ ବିଭାଗ ଉପରେ ଆଲୋଚନା ହେବ ।

ଆସନ୍ତା ଜୁନ୍ ୨୦ ତାରିଖରେ ଅନୁଷ୍ଠିତ ହେବ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରଥଯାତ୍ରାରେ ୧୦ ଲକ୍ଷ ଭକ୍ତଙ୍କ ସମାଗମ ହେବାକୁ ଥିବାରୁ ସେଥିପାଇଁ ବୈଠକରେ ବିଶେଷ ଭାବେ ଆଲୋଚନା ହେବ । ଏପ୍ରିଲ ୨୨ ତାରିଖ ଅକ୍ଷୟ ତୃତୀୟାରୁ ରଥ ନିର୍ମାଣ କାମ ଆରମ୍ଭ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ