Masthead

ନୂଆ ଆଇନ ଲାଗୁ ହେବା ପରେ ରୁଜୁ ହେଲା ପ୍ରଥମ ଏଫଆଇଆର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ଲାଗୁ ହେଲା ୩ ନୂଆ ଅପରାଧିକ ଆଇନ ବ୍ୟବସ୍ଥା । ଭାରତୀୟ ନ୍ୟାୟ ସଂହିତାରେ ଦିଲ୍ଲୀରେ ହେଲା ପ୍ରଥମ ଏଫଆଇଆର । ଭାରତୀୟ ନ୍ୟାୟ ସଂହିତା ୨୦୨୩ ଅଧିନରେ ଏହି ଏଫଆଇଆର ରୁଜୁ କରାଯାଇଛି ।

ଦିଲ୍ଲୀର କମଳା ମାର୍କେଟରେ ଫୁଟ ଓଭରବ୍ରିଜ ଅବରୋଧ କରିଥିବା ଅଭିଯୋଗରେ ଜଣେ ଉଠା ଦୋକାନୀଙ୍କ ବିରୋଧରେ ଏଫଆଇଆର ରୁଜୁ କରିଛନ୍ତି ନିଜେ ଥାନାର ସବ ଇନ୍ସପେକ୍ଟର । ପେଟ୍ରୋଲିଂ ବେଳେ ଉଠାଦୋକାନୀଙ୍କ ଦୋକାନ ଯୋଗୁଁ ଫୁଟ ଓଭରବ୍ରିଜ ଅବରୋଧ ହୋଇଥିବା ସବ ଇନ୍ସପେକ୍ଟର ଦେଖିବାକୁ ପାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା