Masthead

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଲା ବିଜ୍ଞପ୍ତି । ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିସହ ଆଜିଠୁ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା । ପ୍ରାର୍ଥୀମାନେ ଏପ୍ରିଲ ୨୫ ସୁଦ୍ଧା ନାମାଙ୍କନ ପତ୍ର ଦାଖଲ କରିବେ। ଏପ୍ରିଲ ୨୬ରେ ନାମାଙ୍କନ ପତ୍ର ଯାଞ୍ଚ ଓ ଏପ୍ରିଲ ୨୯ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ୨୬ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ଓ ୨୯ ତାରିଖରେ ନାମାଙ୍କନ ପ୍ରତ୍ୟାହାର ପାଇଁ ଦିନ ଧାର୍ଯ୍ୟ ହୋଇଛି ।

ଓଡିଶାର ପ୍ରଥମ ପର୍ଯ୍ୟାୟ ମତଦାନରେ ୪ଟି ସଂସଦୀୟ କ୍ଷେତ୍ର କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟରେ ମତଦାନ ହେବ । ୪ଟି ସଂସଦୀୟ କ୍ଷେତ୍ର ଅଧିନରେ ଥିବା ୨୮ଟି ବିଧାନସଭା ନିର୍ବାଚନମଣ୍ଡଳିରେ ମଧ୍ୟ ଭୋଟ ପଡିବ । ଏଥିପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ଆବଶ୍ୟକ ପ୍ରସ୍ତୁତି କରାଯାଇଛି । ପ୍ରଥମ ପର୍ୟ୍ୟାୟ ନିର୍ବାଚନ ପାଇଁ ବିଜେଡି ସବୁ ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛି ।

ବିଜେପିର କେବଳ ଜୟପୁର ଆସନ ବାକି ରହିଥିବା ବେଳେ କଂଗ୍ରେସ ଗୋପାଳପୁର ଓ ଛତ୍ରପୁର ଆସନରେ ଏଯାଏଁ ପ୍ରାର୍ଥ ଘୋଷଣା କରିନାହିଁ । ସେପଟେ ଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ପଡ଼ିବ ଭୋଟ୍ । ଆଜିଠୁ ବୁଥ୍ ଅଭିମୁଖେ ଯିବେ ପୋଲିଂପାର୍ଟି । ପ୍ରଥମ ପର୍ୟ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ମୋଟ୍ ୧୦୨ ସିଟ୍ ପାଇଁ ଭୋଟିଂ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ