Masthead

ଜୁନ୍ ୨୪ ତାରିଖରୁ ଆରମ୍ଭ ହେବ ୧୮ତମ ଲୋକସଭାର ପ୍ରଥମ ଅଧିବେଶନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବ ସଂସଦର ସ୍ବତନ୍ତ୍ର ଅଧିବେଶନ । ଏଥିରେ ୮ଟି କାର୍ୟ୍ୟ ଦିବସ ରହିବ । ସେହିପରି ଜୁଲାଇ ୩ ତାରିଖରେ ଅଧିବେଶନ ଶେଷ ହେବ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। ତେବେ ସୂଚନାନୁଯାୟୀ, ଜୁନ୍ ୨୪ ଏବଂ ୨୫ ତାରିଖରେ ନବ ନିର୍ବାଚିତ ସାଂସଦମାନେ ଶପଥ ନେବେ ଏବଂ ଜୁନ୍ ୨୬ ତାରିଖରେ ବାଚସ୍ପତି ନିର୍ବାଚନ ହୋଇପାରେ।

ଲୋକସଭା ନିର୍ବାଚନ ପରେ ଏହା ପ୍ରଥମ ସଂସଦ ଅଧିବେଶନକୁ ହେବ, ଯେଉଁଥିରେ ବିଜେପି ପୁଣି ଥରେ କ୍ଷମତାକୁ ଫେରିଛି। ଜୁନ୍ ୨୭ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହର ମିଳିତ ବୈଠକକୁ ସମ୍ବୋଧିତ କରିବେ। ସେ ଆସନ୍ତା ପାଞ୍ଚ ବର୍ଷ ପାଇଁ ନୂତନ ସରକାରଙ୍କ ରୋଡମ୍ୟାପକୁ ବର୍ଣ୍ଣନା କରିବାର ସମ୍ଭାବନା ରହିଛି। ରାଷ୍ଟ୍ରପତିଙ୍କ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ମନ୍ତ୍ରୀ ପରିଷଦକୁ ସଂସଦରେ ଉପସ୍ଥାପନ କରିବେ ବୋଲି ଆଶା କରାଯାଉଛି। ଅଧିବେଶନର ପ୍ରଥମ ତିନି ଦିନ ମଧ୍ୟରେ ନବ ନିର୍ବାଚିତ ସାଂସଦମାନେ ଶପଥ ଗ୍ରହଣ କରିବେ ଏବଂ ଲୋକସଭାରେ ବାଚସ୍ପତି ଚୟନ ହେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା