Masthead

୬ ଦଫା ଦାବି ନେଇ ଲୋୟର ପିଏମଜିରେ ମତ୍ସ୍ୟଜୀବୀଙ୍କ ଗର୍ଜନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜଧାନୀରେ ମତ୍ସ୍ୟଜୀବୀଙ୍କ ଧାରଣା । ୬ ଦଫା ଦାବିରେ ଆଜିଠୁ ଭୁବନେଶ୍ୱରର ଲୋୟର ପିଏମଜୀରେ ମସ୍ୟଜୀବୀ ସଙ୍ଘର ଆନ୍ଦୋଳନ । ରାତାରାତି ବସରେ ଆସି ରାଜଧାନୀରେ ରଣହୁଙ୍କାର ଦେଲେ ମତ୍ସ୍ୟଜୀବୀ। ନୀଳମୟ ହେଲା ଲୋୟର ପିଏମ୍‌ଜି । ଶୋଷିତ ଅବସ୍ଥାରେ ମତ୍ସ୍ୟଜୀବୀମାନେ ରାଜ୍ୟରେ ବଞ୍ଚୁଛନ୍ତି ବୋଲି ଅଭିଯୋଗ କରିଛନ୍ତି ସଙ୍ଗଠନ ନେତା । ବାରମ୍ବାର ଦାବି କରିବା ପରେ ମଧ୍ୟ ସରକାର ସେମାନଙ୍କର ଦାବିକୁ ଅଣଦେଖା କରି ଆସୁଛନ୍ତି ।

ଯେଉଁଥିପାଇଁ ୬ ଦଫା ନେଇ ଲୋୟର ପିଏମଜିରେ ଗର୍ଜୁଛନ୍ତି ମତ୍ସଜୀବୀ । ସବୁ ରାଜ୍ୟରେ ଡିଜେଲ ସବସିଡି ମିଳୁଥିବା ବେଳେ ଓଡ଼ିଶାରେ ତାହା ବର୍ତ୍ତମାନ ପର୍ଯ୍ୟନ୍ତ କାର୍ଯ୍ୟକାରୀ କରାଯାଇନାହିଁ । ରାଜ୍ୟ ମତ୍ସ୍ୟଜୀବୀ ମହାସଂଘ ପକ୍ଷରୁ ଏହି ଆନ୍ଦୋଳନ କରାଯାଉଛି । ପାରାଦୀପ, ଧାମରା, ବାହାବଳପୁର ଓ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ହଜାର ହଜାର ମତ୍ସ୍ୟଜୀବୀ ଆସି ଆନ୍ଦୋଳନରେ ସାମିଲ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି