Masthead

ସ୍ୱର୍ଣ୍ଣ ମନ୍ଦିର ନିକଟରେ ବୋମାମାଡ଼, ୫ ଗିରଫ

ପଞ୍ଜାବ(ବଡ଼ ଖବର ବ୍ୟୁରୋ): ପଞ୍ଜାବ ଅମୃତସର ସ୍ୱର୍ଣ୍ଣ ମନ୍ଦିର ନିକଟରେ ପୁଣି ବିସ୍ଫୋରଣ । ବଳମ୍ବିତ ରାତିରେ ସ୍ୱର୍ଣ୍ଣ ମନ୍ଦିର ନିକଟରେ ବିସ୍ଫୋରଣ । ୫ ଦିନ ମଧ୍ୟରେ ସ୍ୱର୍ଣ୍ଣ ମନ୍ଦିର ନିକଟରେ ଏହା ତୃତୀୟ ବିସ୍ପୋରଣ । ବିସ୍ପୋରଣ ଘଟଣାରେ ୫ ଦୁର୍ବୃତ୍ତ ଗିରଫ ତଦନ୍ତ ଆରମ୍ଭ କରିଛି ପୋଲିସ। ଏହି ବିସ୍ଫୋରଣ ପଛର ଉଦ୍ଦେଶ୍ୟ ଶାନ୍ତି ଭଙ୍ଗ ବୋଲି ପୋଲିସ କହିଛି। ବିସ୍ଫୋରଣ ଘଟଣାର ତଦନ୍ତ ପାଇଁ ଫରେନ୍ସିକ ଟିମ୍  ସେଠାକୁ ଯାଇ ଛାନଭିନ୍ କରିଥିଲା ।

ସୂଚନା ଅନୁଯାୟୀ ବୁଧବାର ବିଳମ୍ବିତ ମଧ୍ୟରାତ୍ରିରେ ଅମୃତସର ସ୍ଥିତ ସ୍ୱର୍ଣ୍ଣମନ୍ଦର ନିକଟରେ ପ୍ରାୟ ୧ କିମି ଦୂର ଶ୍ରୀ ଗୁରୁ ରାମଦାସଙ୍କ ଆଶ୍ରମ ନିକଟରେ ଏହି ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣ ପରେ ଉକ୍ତ ଆଶ୍ରମରେ ତଦନ୍ତ କରି ୩ ଶ୍ରଦ୍ଧାଳୁଙ୍କୁ ପଚରାଉଚରା କରୁଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି