Masthead

ବନ୍ଧାହେଲେ ସାଇବର ଠକ

ଭବାନୀପାଟଣା (ବଡ଼ ଖବର ବ୍ୟୁରୋ): ଗିରଫ ହେଲେ ସାଇବର ଠକ । ଅନଲାଇନ ଠକେଇ ମାମଲାରେ ୫ଜଣ ଠକକୁ ଗିରଫ କରିଛି ଭବାନୀପାଟଣା ପୋଲିସ । ଅଭିଯୁକ୍ତଙ୍କଠାରୁ ମୋଟ ୫୨ ହଜାର ୩୮୮ ଟଙ୍କା ସହ ୧୦ଟି ମୋବାଇଲ ଫୋନ ଜବତ ହୋଇଛି । ଭବାନୀପାଟଣା ଗଂଗାଧର ସୁବୁଧିଙ୍କ ୨ ଲକ୍ଷ ୬୮ ହଜାର ଟଙ୍କା ଠକେଇ ଅଭିଯୋଗରେ ଏକ ମାମଲା ରୁଜୁ ହୋଇଥିଲା । କଳାହାଣ୍ଡି ପୋଲିସ ୩ଟି ସ୍କ୍ୱାର୍ଡ଼ ଗଠନ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ ।

ଗତ ୯ ତାରିଖ ଭବାନୀପାଟଣା ଟାଉନ ଥାନାରେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଗଙ୍ଗାଧର ସୁବୁଦ୍ଧି ୨ ଲକ୍ଷ ୬୮ ହଜାର ଟଙ୍କା ଠକେଇ ଅଭିଯୋଗ ମାମଲା ରୁଜୁ ପରେ କଳାହାଣ୍ଡି ପୋଲିସର ୩ ଗୋଟି ସ୍କାର୍ଡ ଗଠନ କରି କାର୍ଯ୍ୟାନୁଷ୍ଠାନ କରାଯାଇଛି। ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଭବାନୀପାଟଣା ଏସଡିପିଓ ରମେଶ ଚନ୍ଦ୍ର ସେଠୀ ଏହି ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା