କୋରାପୁଟ-ନବରଙ୍ଗପୁର ଗସ୍ତରେ ୫ ବରିଷ୍ଠ ପ୍ରଶାସକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କୋରାପୁଟ ଓ ନବରଙ୍ଗପୁର ଜିଲ୍ଲା ଗସ୍ତରେ ଯିବେ ୫ ଜଣ ବରିଷ୍ଠ ପ୍ରଶାସକ । ବିଭିନ୍ନ ଉନ୍ନୟନମୂଳକ କାମର କରିବେ ସମୀକ୍ଷା । ବୁଧବାର ଦିନିକିଆ କୋରାପୁଟ ଓ ନବରଙ୍ଗପୁର ଜିଲ୍ଲା ଗସ୍ତ କରିବେ । ଏମାନଙ୍କ ମଧ୍ୟରେ ଅଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ, ୫ଟି ସଚିବ ଭି.କେ ପାଣ୍ଡିଆନ, ଜଳ ସଂପଦ ବିଭାଗର ପ୍ରମୁଖ ସଚିବ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଆର୍.ଭିନିଲ କ୍ରିଷ୍ଣାଙ୍କ ସମେତ ଏନଏଚଏମ ନିର୍ଦ୍ଦେଶିକା ସାଳିନୀ ପଣ୍ଡିତ।

ସକାଳ ୯ ଟାରେ ଜୟପୁରରେ ପହଞ୍ଚିବେ । ପରେ ଆମ୍ବାଗୁଡା ଯାଈ ସେଠାରେ ୫ଟି ଅଧିନରେ ଥିବା ସ୍କୁଲ ବୁଲି ଦେଖିବା ପରେ ନବରଙ୍ଗପୁର ଜିଲ୍ଲା ଗସ୍ତରେ ଯିବେ। ସେଠାରେ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିବା ପରେ କୋରାପୁଟ ଯିବ । ଏଠାରେ ସହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜର ସ୍ଥିତି ଅନୁଧ୍ୟାନ କରିବେ । ଏହାପରେ କୋଭିଡ ସ୍ଥିତି ମଧ୍ୟ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’