Masthead

ନିର୍ବାଚନ ପୂର୍ବରୁ ଫ୍ଲାଗ୍ ମାର୍ଚ୍ଚ

ପାରାଦୀପ (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପୂର୍ବରୁ ପାରାଦୀପରେ ପୋଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ କରାଯାଇଛି। ପାରାଦୀପ ଡିଏସପି ସନ୍ତୋଷ ଜେନା ଙ୍କ ନେତୃତ୍ୱରେ ଏହି ଫ୍ଲାଗ ମାର୍ଚ୍ଚ ଷଣ୍ଢକୁଦରୁ ଆରମ୍ଭ ହୋଇ ସହର ପରିକ୍ରମା କରି ବଡ଼ବଡ଼ିଆ ଥାନା ଛକରେ ସମାପ୍ତ ହୋଇଥିଲା। ପାରାଦୀପ ଟାଉନ ସମେତ ନୂଆବଜାର, କଲେଜ ରୋଡ, ମଧୁବନ, କେବିନ ମାର୍କେଟ ପ୍ରଭୃତି କଲୋନୀରେ ପୋଲିସ ଫୋର୍ସ ଫ୍ଲାଗ ମାର୍ଚ୍ଚ କରିଛନ୍ତି। ଆସନ୍ତା ନିର୍ବାଚନକୁ ଶାନ୍ତି ଶୃଙ୍ଖଳା ଓ ଅପରାଧ ମୁକ୍ତ କରିବା ପାଇଁ ପୋଲିସ ପକ୍ଷରୁ ଏହି ଫ୍ଲାଗ ମାର୍ଚ୍ଚ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?