Masthead

ଜଗତସିଂହପୁର ଜିଲ୍ଲାରେ ପୋଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରେ ପୂରା ଦେଶରେ ଲାଗିଲା ଆଚରଣବିଧି ଆଇନ । ଜଗତସିଂହପୁର ଜିଲ୍ଲା ପୋଲିସ ପକ୍ଷରୁ ସହରାଞ୍ଚଳରେ ଫ୍ଲାଗମାର୍ଚ୍ଚ କରାଯାଇଛି । ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ପିଆରଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସରରୁ ଦୁଇ ପ୍ଲାଟୁନ ସିଆରପିଏଫେ ଯବାନ, ରଜ୍ୟ ଆର୍ମ ଫୋର୍ସ, ଓ ଜିଲ୍ଲା ଆର୍ମ ଫୋର୍ସଙ୍କ ଦ୍ୱାର ସହରାଞ୍ଚଳରେ ଫ୍ଲାଗ ମାର୍ଚ୍ଚ କରାଯାଇଥିଲା ।

ଏହି ଫ୍ଲାଗମାର୍ଚ୍ଚରେ ଜନସାଧାରଣଙ୍କୁ ସଚେତନତା କରାଇବା ସହିତ ସାଧାରଣ ଜନତାଙ୍କ ସହିତ ପୋଲିସ ସବୁବେଳେ ଓ ସବୁ ସମୟରେ ରହିଥିବାର ବିଶ୍ୱାସ ଏହି ଫ୍ଲାଗମାର୍ଚ୍ଚର ମୂଳଲକ୍ଷ୍ୟ ରହିଥିଲା । ଅନ୍ୟପଟେ ଆଇନି ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ ବଡ଼ର ଚେକପୋଷ୍ଟ କରାଯାଇ ଜାନବାହାନ କଡାକଡ଼ି ଭାବେ ଯାଞ୍ଚ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ