ଜଗତସିଂହପୁର ଜିଲ୍ଲାରେ ପୋଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରେ ପୂରା ଦେଶରେ ଲାଗିଲା ଆଚରଣବିଧି ଆଇନ । ଜଗତସିଂହପୁର ଜିଲ୍ଲା ପୋଲିସ ପକ୍ଷରୁ ସହରାଞ୍ଚଳରେ ଫ୍ଲାଗମାର୍ଚ୍ଚ କରାଯାଇଛି । ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ପିଆରଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସରରୁ ଦୁଇ ପ୍ଲାଟୁନ ସିଆରପିଏଫେ ଯବାନ, ରଜ୍ୟ ଆର୍ମ ଫୋର୍ସ, ଓ ଜିଲ୍ଲା ଆର୍ମ ଫୋର୍ସଙ୍କ ଦ୍ୱାର ସହରାଞ୍ଚଳରେ ଫ୍ଲାଗ ମାର୍ଚ୍ଚ କରାଯାଇଥିଲା ।

ଏହି ଫ୍ଲାଗମାର୍ଚ୍ଚରେ ଜନସାଧାରଣଙ୍କୁ ସଚେତନତା କରାଇବା ସହିତ ସାଧାରଣ ଜନତାଙ୍କ ସହିତ ପୋଲିସ ସବୁବେଳେ ଓ ସବୁ ସମୟରେ ରହିଥିବାର ବିଶ୍ୱାସ ଏହି ଫ୍ଲାଗମାର୍ଚ୍ଚର ମୂଳଲକ୍ଷ୍ୟ ରହିଥିଲା । ଅନ୍ୟପଟେ ଆଇନି ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ ବଡ଼ର ଚେକପୋଷ୍ଟ କରାଯାଇ ଜାନବାହାନ କଡାକଡ଼ି ଭାବେ ଯାଞ୍ଚ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’