Masthead

ନିର୍ବାଚନ ପୂର୍ବରୁ ପୋଲିସର ଫ୍ଲାଗମାର୍ଚ୍ଚ

ତିର୍ତ୍ତୋଲ(ବଡ଼ ଖବର ବ୍ୟୁରୋ): ଦିନକ ପରେ ଶେଷ ନିର୍ବାଚନ। ନିର୍ବାଚନ କୁ ଆଖିଆଗରେ ରଖି ଜିଲ୍ଲା ଆରକ୍ଷ ଅଧିକାରୀଙ୍କ ନେତୃତ୍ୱରେ ତିର୍ତ୍ତୋଲ ଥାନା ଆଇଆଇସି ଏବଂ ଏସଡିପିଓ ପରିଚାଳନା ଜରିଆରେ ତିର୍ତ୍ତୋଲ ଥାନା ରାହାମା ବଜାରରେ ଫ୍ଲାଗମାର୍ଚ୍ଚ କରାଯାଇଛି। ନାଗାଲାଣ୍ଡରୁ ଆସିଥିବା ଏକ ସୁରକ୍ଷା ବାହିନୀ ଏହି ଫ୍ଲାଗମାର୍ଚ୍ଚରେ ସାମିଲ୍ ହୋଇଥିଲେ। ଆଜି ପୋଲିସର କଡ଼ା ସୁରକ୍ଷା ଭିତରେ ସମସ୍ତ ଇଭିଏମ ମେସିନ୍ ନିର୍ବାଚନ ଅଧିକାରୀଙ୍କୁ ବଣ୍ଟନ କରାଯାଇଅଛି। ତେବେ ଚଳିତ ୩ଟି ପର୍ଯ୍ୟାୟ ନିର୍ବାଚନରେ ବିଭିନ୍ନ ସ୍ଥାନରେ ହୋଇଥିବା ହିଂସାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା?