Masthead

୨୭ ତାରିଖ ସକାଳ ୫ଟା ପର୍ଯ୍ୟନ୍ତ ବିମାନ ଉଡାଣ ବନ୍ଦ

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ବାତ୍ୟା ‘ୟାଶ’ ଏବେ ଉତ୍ତର-ପଶ୍ଚିମ ଦିଗକୁ ଭୟଙ୍କର ଭାବେ ଗତି କରୁଛି । ଘଣ୍ଟାକୁ ଉପକୂଳ ମୁହାଁ ୧୫ କିମି ବେଗରେ ଗତି କରୁଛି ।

ବାତ୍ୟା ‘ୟାଶ୍’ କୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ମଙ୍ଗଳବାର ରାତି ୧୧ ଟାରୁ ବିମାନ ଚଳାଚଳ ସ୍ଥଗିତ ରଖାଯାଇଛି । ଏନେଇ ବିମାନବନ୍ଦର ନିର୍ଦ୍ଦେଶକ ଭି.ଭି ରାଓ ସୂଚନା ଦେଇଛନ୍ତି । ସେ କହିଛନ୍ତି ବାତ୍ୟାକୁ ନଜରରେ ରଖି ସତର୍କତାମୂଳକ ପଦକ୍ଷେପ ନିଆଯାଇଛି ।

ଆସନ୍ତା ମେ ୨୭ ତାରିଖ ସକାଳ ୫ଟା ପର୍ୟ୍ୟନ୍ତ ବିମାନ ବନ୍ଦର ବନ୍ଦ ରହିବ। ଭାରତୀୟ ପାଣିପାଗ ବିଭାଗର ବାତ୍ୟା ପୂର୍ବାନୁମାନ ଆଧାରରେ ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି ସେ ପ୍ରକାଶ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼