Masthead

ଭୁବନେଶ୍ୱରରୁ ଜୟପୁର ଉଡ଼ିବ ବିମାନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଏଣିକି ଭୁବନେଶ୍ୱର ବିମାନବନ୍ଦରରୁ ଜୟପୁରକୁ ଉଡ଼ିବ ବିମାନ । ଇଣ୍ଡିଗୋ ପକ୍ଷରୁ ଏହି ସେବା ଯୋଗାଇଦିଆଯିବ ବୋଲି ସୂଚନା ମିଳିଛି । ତେବେ ଆସନ୍ତା ନଭେମ୍ବରରୁ ଭୁବନେଶ୍ୱରରୁ ଜୟପୁରକୁ ବିମାନ ଉଡ଼ିବ । ଏନେଇ ବିମାନ ଚଳଚଳା ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି ।

ଅନ୍ୟପଟେ ସେପ୍ଟେମ୍ବର ୧୭ ତାରିଖରେ କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ବିମାନ ଚଳାଚଳ ନେଇ ଚିଠି ଲେଖିଥିଲେ । କେନ୍ଦ୍ରମନ୍ତ୍ରୀଙ୍କ ଅନୁରୋଧ ରଖି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଭୁବନେଶ୍ୱରରୁ ଜୟପୁରକୁ ବିମାନ ସେବା ଯୋଗାଇ ଦେଇଛନ୍ତି । ଆସନ୍ତା ନଭେମ୍ବର ୨ ରୁ ଜୟପୁରକୁ ସିଧାସଳଖ ଉଡ଼ିବ ବିମାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ