Masthead

କାବୁଲକୁ ବିମାନ ଉଡ଼ାଣ ବନ୍ଦ

(ବଡ଼ ଖବର ବ୍ୟୁରୋ): କାବୁଲକୁ ବିମାନ ଉଡ଼ାଣ ବନ୍ଦ । ଭାରତ ସମେତ ବିଶ୍ୱର ବିଭିନ୍ନ ଦେଶ କାବୁଲକୁ ବିମାନ ଉଡାଣ ବାତିଲ୍ କରିଛନ୍ତି । କାବୁଲ ବିମାନ ବନ୍ଦରରେ ଆତଙ୍କୀ ତାମିବାନ ଓ ଆମେରୀୟ ସେନା ପକ୍ଷରୁ ସଂଘର୍ଷ ଚାଲିଥିବାରୁ ବିଶ୍ୱ ସମୁଦାୟ ଏଭଳି ପଦକ୍ଷେପ ନେଇଛନ୍ତି । ଆମେରିକା ସେନାର ଗୁଳିମାଡ଼ରେ ୮ ତାଲିବାନ ଆତଙ୍କୀଙ୍କ ମୃତ୍ୟୁ ହୋଇଛି । ଶତାଧିକ ଗୁରୁତର ହୋଇଥିବା ବେଳେ ଆମେରିକା ସୈନ୍ୟଙ୍କ କବଳରେ ରହିଛି କାବୁଲ ବିମାନବନ୍ଦର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ