Masthead

ମହାନଦୀରେ ଭାସିଯିବା ଘଟଣା, ମିଳିନି ନିଖୋଜ ନାବାଳିକାର ପତ୍ତା

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ମହାନଦୀରେ ଅଭାବନୀୟ ଘଟଣା । ଦଳେଇପଡ଼ା ଘାଟରେ ଗାଧୋଉଥିବା ବେଳେ ଭାସିଯାଇଥିଲେ ବାପା, ପୁଅ ଓ ଝିଅ । ସେମାନଙ୍କ ମଧ୍ୟରୁ ଜଣଙ୍କୁ ଚେତାଶୂନ୍ୟ ଅବସ୍ଥାରେ  ଉଦ୍ଧାର କରାଯାଇଥିଲା । ଅନ୍ୟ ଦୁଇଜଣ ନିଖୋଜଥିଲେ । ଖବର ପାଇ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲା ।

କିନ୍ତୁ ଏବେ ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର ବାପା-ପୁଅଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର । ସେପଟେ ଏଯାଏ ମିଳିପାରି ନାହିଁ ଝିଅର ପତ୍ତା । ବହୁ ଖୋଜାଖୋଜି ପରେ ମଧ୍ୟ ଝିଅର ସନ୍ଧାନ ମିଳିପାରି ନଥିଲା । ରାତି ହେବା ସହିତ ମହାନଦୀର ପ୍ରଖର ସ୍ରୋତ ଯୋଗୁଁ ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହୋଇଥିଲା । ସେପଟେ ବିଳମ୍ବିତ ରାତିରେ ସର୍ଚ୍ଚ ଅପରେସନ୍ ବନ୍ଦ କରିଥିଲେ ଉଦ୍ଧାରକାରୀ ଦଳ । ଆଜି ସକାଳୁ ପୁଣି ଆରମ୍ଭ ହୋଇଛି ସର୍ଚ୍ଚ ଅପରେସନ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ