Masthead

ଜଳକା ନଦୀରେ ବଢୁଛି ବନ୍ୟା ଆଶଙ୍କା

ଜଳେଶ୍ଵର (ବଡ଼ ଖବର ବ୍ୟୁରୋ): ବିପଦ ସଂଙ୍କେତ ଉପରେ ଜଳକା ନଦୀ ଜଳସ୍ତର । ନଦୀର ଜଳସ୍ତର ମଥାନୀ ଠାରେ ବିପଦ ସଂଙ୍କେତ ୫.୫୦ ମିଟର ଥିବାବେଳ ସକାଳ ସୁଧା ୬.୨୨ ମିଟରରେ ପ୍ରଭାବିତ ହେଉଛି । ୪ ଦିନ ଧରି ଲଘୁଚାପ ବର୍ଷା ଲାଗିରହିଥିବାବେଳ ଜଳସ୍ତର ବୃଦ୍ଧି ପାଇ ବନ୍ୟା ଆଶଙ୍କା ଦେଖାଦେଇଛି । ଯାହାକୁ ନେଇ ନଦୀକୂଳବାସୀ ଚିନ୍ତାରେ ରହିଛନ୍ତି । ବନ୍ୟା ହେଲେ ବସ୍ତାର ୧୨ ଟି ପଞ୍ଚାୟତ ପ୍ରଭାବିତ ହୋଇପାରେ । ଗତ ୧୦ ବର୍ଷ ଧରି ନଦୀବନ୍ଧ ମରାମତି କରା ଯାଇନଥିବାରୁ ନଦୀବନ୍ଧ ଭାଙ୍ଗିଯିବାର ଆଶଙ୍କା ରହିଛି । ତେବେ ଦୁର୍ବଳ ଥିବା ନଦୀବନ୍ଧ ସ୍ଥାନରେ ବାଲିବସ୍ତା ପକାଇବା ପାଇଁ ବାଲିବସ୍ତା ମହଜୁଦ ରଖାଯାଇଥିବା ସୂଚନା ଦେଇଛନ୍ତି ଜଳସେଚନ ବିଭାଗୀୟ ଅଧିକାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ