Masthead

ଜଳବନ୍ଦୀରେ ୪୦ରୁ ଅଧିକ ପରିବାର

ତିର୍ତ୍ତୋଲ (ବଡ଼ ଖବର ବ୍ୟୁରୋ): ମହାନଦୀରେ ବନ୍ୟାଜଳ ବଢ଼ିବାରୁ ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକ କୋଟକଣାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । କୋଟକଣା ଆଦିବାସୀ ସାହି ବାହ୍ୟଜଗତରୁ ସମ୍ପୂର୍ଣ ଭାବେ ବିଛିନ୍ନ ହୋଇ ପଡିଛି । ଗାଁକୁ ସଂଯୋଗ କରୁଥିବା ରାସ୍ତା ଉପରେ ବନ୍ୟା ଜଳ ପ୍ରଭାବିତ ହୋଇଛି । ଏଥି ଯୋଗୁ ୪୦ରୁ ଅଧିକ ପରିବାର ଜଳବନ୍ଦୀ ଅବସ୍ଥାରେ ପଡିଛନ୍ତି ।

ଜଳବନ୍ଦୀ ଲୋକଙ୍କୁ ସ୍ଥାନାନ୍ତର କରିବା ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଉଛି । ତିର୍ତ୍ତୋଲ ବ୍ଲକ କୋଟକଣା ଏବଂ ତିର୍ତ୍ତୋଲ ଲକ ଠାରେ ଥିବା ଆଦିବାସୀ ପଡ଼ାରେ ବନ୍ୟାଜଳ ପଶିଯିବା ହେତୁ ଅନେକ ଆଦିବାସୀ ପରିବାର ନଦୀବନ୍ଧ ରେ ଆଶ୍ରୟ ନେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି