Masthead

ପ୍ରବଳ ବର୍ଷାରେ ଉତ୍ତରାଖଣ୍ଡରେ ବନ୍ୟା ପରିସ୍ଥିତି

ଉତ୍ତରାଖଣ୍ଡ(ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡରେ ଲାଗିରହିଛି ବର୍ଷା । ଫଳରେ ତଳିଆ ଅଞ୍ଚଳରେ ପାଣି ଜମୁଛି । ରିଶିକେସ-ଶ୍ରୀନଗର ରାସ୍ତା ମଧ୍ୟ ବନ୍ଦ ହୋଇ ପଡ଼ିଛି । ସେପଟେ ବର୍ଷା ଯୋଗୁଁ ଅଳକାନନ୍ଦା ନଦୀର ଜଳସ୍ତର ମଧ୍ୟ ବୃଦ୍ଧି ପାଉଛି । ଦେଶର ଅନେକ ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି । ଲଗାତର ବର୍ଷା ଜାରି ରହିଥିବାରୁ ବନ୍ୟା ଭଳି ସ୍ଥିତି ଦେଖାଦେଇଛି । ବିହାର, ଉତ୍ତରପ୍ରଦେଶ, ଉତରାଖଣ୍ଡରେ ମଧ୍ୟ ବର୍ଷା ଜାରି ରହିଛି । ଲଗାଣ ବର୍ଷା ଯୋଗୁଁ ସାଧାରଣ ଜୀବନ ଯାତ୍ରା ବାଧାପ୍ରାପ୍ତ ହୋଇଛି । ଲୋକେ ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା