Masthead

ବଢୁଛି ବୈତରଣୀରେ ନଦୀର ଜଳସ୍ତର

ଭଦ୍ରକ (ବଡ଼ ଖବର ବ୍ୟୁରୋ): ବଢୁଛି ବୈତରଣୀରେ ନଦୀର ଜଳସ୍ତର। ଭଦ୍ରକ ଜିଲ୍ଲାରେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ବୈତରଣୀ ନଦୀ । ଆଖୁଆପଦା ଆନିକଟ ଠାରେ ବିପଦ ସଙ୍କେତ ୧୮.୩୩ ମିଟର ଥିବା ବେଳେ ସକାଳ ୯ ସୁଦ୍ଧା ୧୮.୫୧ ମିଟରରେ ଜଳ ପ୍ରବାହିତ ହେଉଛି । କେନ୍ଦୁଝର ଓ ଆନନ୍ଦପୁର ଅଞ୍ଚଳରେ ପ୍ରବଳ ବର୍ଷା ପାଇଁ ପୁଣି ବୈତରଣୀ ନଦୀ ଫୁଲୁଛି । ତେବେ ଶନିବାର ବିଳମ୍ବିତ ରାତିରେ ବୈତରଣୀ ନଦୀ ୧୮.୫୫ ମିଟରରେ ପ୍ରବାହିତ ହୋଇଥିବା ବେଳେ ଧୀରେ ଧୀରେ ଜଳସ୍ତର ହ୍ରାସ ହେଉଛି । ଜିଲ୍ଲାରେ ରାତିରେ ବର୍ଷା ହେଉଥିବା ବେଳେ ସକାଳୁ ବର୍ଷାର ପରିମାଣ କମିଛି । ବୈତରଣୀ ନଦୀର କଣ୍ଟି ଘାଇ ଦେଇ ବନ୍ୟା ଜଳ ବାହାରିଥିଲେ ମଧ୍ୟ ଜନବସତିକୁ ପ୍ରଭାବିତ କରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା