Masthead

ବଢୁଛି ବୈତରଣୀରେ ନଦୀର ଜଳସ୍ତର

ଭଦ୍ରକ (ବଡ଼ ଖବର ବ୍ୟୁରୋ): ବଢୁଛି ବୈତରଣୀରେ ନଦୀର ଜଳସ୍ତର। ଭଦ୍ରକ ଜିଲ୍ଲାରେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ବୈତରଣୀ ନଦୀ । ଆଖୁଆପଦା ଆନିକଟ ଠାରେ ବିପଦ ସଙ୍କେତ ୧୮.୩୩ ମିଟର ଥିବା ବେଳେ ସକାଳ ୯ ସୁଦ୍ଧା ୧୮.୫୧ ମିଟରରେ ଜଳ ପ୍ରବାହିତ ହେଉଛି । କେନ୍ଦୁଝର ଓ ଆନନ୍ଦପୁର ଅଞ୍ଚଳରେ ପ୍ରବଳ ବର୍ଷା ପାଇଁ ପୁଣି ବୈତରଣୀ ନଦୀ ଫୁଲୁଛି । ତେବେ ଶନିବାର ବିଳମ୍ବିତ ରାତିରେ ବୈତରଣୀ ନଦୀ ୧୮.୫୫ ମିଟରରେ ପ୍ରବାହିତ ହୋଇଥିବା ବେଳେ ଧୀରେ ଧୀରେ ଜଳସ୍ତର ହ୍ରାସ ହେଉଛି । ଜିଲ୍ଲାରେ ରାତିରେ ବର୍ଷା ହେଉଥିବା ବେଳେ ସକାଳୁ ବର୍ଷାର ପରିମାଣ କମିଛି । ବୈତରଣୀ ନଦୀର କଣ୍ଟି ଘାଇ ଦେଇ ବନ୍ୟା ଜଳ ବାହାରିଥିଲେ ମଧ୍ୟ ଜନବସତିକୁ ପ୍ରଭାବିତ କରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା