Masthead

କୁସ୍ତିଯୋଦ୍ଧା ବିଷୟରେ କିଛି କହିଲେନି, ଫ୍ଲାଇଙ୍ଗ କିସ ଉପରେ କହୁଛନ୍ତି: ମହୁଆ ମୋଇତ୍ର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅନାସ୍ଥା ବିତର୍କର ତୃତୀୟ ଦିନ । ସଂସଦରେ ଚାଲିଛି ମହାବିତର୍କ । ଫ୍ଲାଇଙ୍ଗ କିସ୍‌ ବିବାଦ ଉପରେ ଟିଏମସି ଏମ୍‌ପି ମହୁଆ ମୋଇତ୍ର କହିଛନ୍ତି, ଯେତେବେଳେ ବିଜେପି ଏମ୍‌ପିଙ୍କ ଉପରେ ଆମର କୁସ୍ତିଯୋଦ୍ଧା ଯୌନ ନିର୍ଯାତନା ଅଭିଯୋଗ ଆଣିଥିଲେ, ସେତେବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ କିଛି କହିନଥିଲେ।

ଆଉ ଏବେ ଫ୍ଲାଇଙ୍ଗ କିସ୍‌ ଉପରେ କହୁଛନ୍ତି। ବୁଧବାର ସ୍ମୃତି ଇରାନୀ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଉପରେ ଏକ ଗୁରୁତର ଅଭିଯୋଗ ଆଣିଛନ୍ତି ଯେ, ସଂସଦରୁ ଯିବା ସମୟରେ ସେ ଫ୍ଲାଇଙ୍ଗ କିସ୍‌ର ଇସାରା କରିଛନ୍ତି। ଯାହାକୁ ନେଇ ନୂଆ ବିବାଦ ଆରମ୍ଭ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ