Masthead

କୁସ୍ତିଯୋଦ୍ଧା ବିଷୟରେ କିଛି କହିଲେନି, ଫ୍ଲାଇଙ୍ଗ କିସ ଉପରେ କହୁଛନ୍ତି: ମହୁଆ ମୋଇତ୍ର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅନାସ୍ଥା ବିତର୍କର ତୃତୀୟ ଦିନ । ସଂସଦରେ ଚାଲିଛି ମହାବିତର୍କ । ଫ୍ଲାଇଙ୍ଗ କିସ୍‌ ବିବାଦ ଉପରେ ଟିଏମସି ଏମ୍‌ପି ମହୁଆ ମୋଇତ୍ର କହିଛନ୍ତି, ଯେତେବେଳେ ବିଜେପି ଏମ୍‌ପିଙ୍କ ଉପରେ ଆମର କୁସ୍ତିଯୋଦ୍ଧା ଯୌନ ନିର୍ଯାତନା ଅଭିଯୋଗ ଆଣିଥିଲେ, ସେତେବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ କିଛି କହିନଥିଲେ।

ଆଉ ଏବେ ଫ୍ଲାଇଙ୍ଗ କିସ୍‌ ଉପରେ କହୁଛନ୍ତି। ବୁଧବାର ସ୍ମୃତି ଇରାନୀ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଉପରେ ଏକ ଗୁରୁତର ଅଭିଯୋଗ ଆଣିଛନ୍ତି ଯେ, ସଂସଦରୁ ଯିବା ସମୟରେ ସେ ଫ୍ଲାଇଙ୍ଗ କିସ୍‌ର ଇସାରା କରିଛନ୍ତି। ଯାହାକୁ ନେଇ ନୂଆ ବିବାଦ ଆରମ୍ଭ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି