ଅନ୍ନଦାନ ମହାପୁଣ୍ୟ

ପିପିଲି(ବଡ଼ ଖବର ବ୍ୟୁରୋ): ପୁରୀଜିଲ୍ଲା ଡେଲାଙ୍ଗ ଅନ୍ତର୍ଗତ ଆଭା ଜରାଶ୍ରମରେ ଅନ୍ତେବାସୀଙ୍କୁ ସେଣ୍ଟର ଫର ଆକ୍ସନ ସ୍ୱେଚ୍ଛାସେବୀ ଅନୁଷ୍ଠାନ ତରଫରୁ ରନ୍ଧା ଖାଦ୍ୟ ବଣ୍ଟନ କରାଯାଇଥିଲା । ଆଭାର ଅନ୍ତେବାସୀଙ୍କ ମଧ୍ୟରେ ବୃଦ୍ଧା, କୁଷ୍ଠରୋଗୀ, ଭିକାରି ଏବଂ ବହୁ ନିରାଶ୍ରୟଃ ଲୋକ ରହୁଛନ୍ତି । ଏହି ଅନ୍ନଦାନ କାର୍ୟ୍ୟକ୍ରମରେ ପୁରୀଜିଲ୍ଲା କଂଗ୍ରେସ ସଭାପତି ଅଜିତ ମଙ୍ଗରାଜ, ବରିଷ୍ଠ ଶ୍ରୀମନ୍ଦିର ସେବାୟତ ବିନାୟକ ଦାସମହାପାତ୍ର ଏବଂ ସେଣ୍ଟର ଫର ଆକ୍ସନ ସଂଗଠନର ସଦସ୍ୟମାନେ ଯୋଗ ଦେଇଥିଲେ । ମଙ୍ଗରାଜ ଏବଂ ଦାସମହାପାତ୍ର ଅନ୍ତେବାସୀଙ୍କୁ ନିଜ ହାତରେ ଖାଦ୍ୟ ପରସୁଥିଲେ । ପ୍ରାୟ ୨୫୦ ଜଣଙ୍କୁ ଖାଦ୍ୟ ବଣ୍ଟନ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’