Masthead

ଭୋଗ ଖାଇ ୬ ଗୁରୁତର

ଉଦଳା( ବଡ଼ ଖବର ବ୍ୟୁରୋ): ଭୋଗ ଖାଇ ୧୨ ଅସୁସ୍ଥ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ସୋଲଗଡିଆ ଗାଁରେ । ବୁଧବାର ବାବୁରାମ ସେଠୀଙ୍କ ଘରେ ସତ୍ୟନାରାୟଣ ପୂଜା ହୋଇଥିଲା । ପୂଜା ସରିବା ପରେ ସନ୍ଧ୍ୟାରେ ଲୋକଙ୍କୁ ଭୋଗ ବିତରଣ କରାଯାଇଥିଲା । ତେବେ ଗୁରବାର ସକାଳେ ପରିବାରର ୬ ସଦସ୍ୟ ଅସୁସ୍ଥ ଅନୁଭବ କରିଥିବା ବେଳେ ସନ୍ଧ୍ୟାରେ ଦୁଇ ଶିଶୁଙ୍କ ସମେତ ଆଉ ୬ଜଣ ଅସୁସ୍ଥ ହୋଇପଡିଥିଲେ । ସମସ୍ତଙ୍କୁ ପ୍ରଥମେ ଶାଳଚୁଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ଥିବାରୁ ଉଦଳା ଡାକ୍ତରଖାନାକୁ ସ୍ଥାନାନ୍ତିରତ କରାଯାଇଛି । ସେମାନଙ୍କ ମଧ୍ୟରେୁ ୬ଜଣଙ୍କ ଅବସ୍ଥା ଗୁରୁତର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା