Masthead

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଓଡ଼ିଶା ସରକାରଙ୍କୁ ଦାବିପତ୍ର ପ୍ରଦାନ

ସିନାପାଲି (ବଡ଼ ଖବର ବ୍ୟୁରୋ):ନୂଆପଡା ଜିଲ୍ଲା ସିନାପାଲି ବ୍ଲକରେ କାର୍ୟ୍ୟରତ ଯୋଗାଣ ସହାୟକ ସଂଘ ତରଫରୁ ୬ ଦଫା ଦାବୀ । ୬ ଦଫା ଦାବୀ ନେଇ ସିନାପାଲି ବିଡିଓ ସର୍ବେଶ୍ୱର ଜାଲଙ୍କ ଜରିଆରେ ମୁଖ୍ୟ ସାଚନ ସଚିବ ତଥା ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଓଡିଶା ସରକାର ଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ୬ ଦଫା ଦାବୀ ଗୁଡିକ ହେଲା . ଯୋଗାଣ ସହାୟକଙ୍କ ଚାକିରୀ ସ୍ଥାଇତ୍ୱ ଓ ମାସିକ ଦରମା ୨୫୦୦୦ କୁ ବୃଦ୍ଧି, ଯୋଗାଣ ସହାୟକଙ୍କ ନାମରେ ପିଡିଏସ ଲାଇସେନ୍ସ ଦିଆଯାଉ. ।

ଯୋଗାଣ ସହାୟକଙ୍କୁ ମୃତ୍ୟୁ କାଳୀନ ସହାୟତା ରାଶି ପ୍ରଦାନ ସହ ତାଙ୍କ ପରିବାର ବର୍ଗରେ ଜଣେ ସଦଶ୍ୟ ଙ୍କୁ ସରକାରୀ ଚାକିରୀ ଦିଆ ଯାଉ । ଯୋଗାଣ ସହାୟଙ୍କୁ ପଞ୍ଚାୟତରାଜ ବିଭାଗରୁ ନିବୃତ୍ତ କରି ଯୋଗାଣ ବିଭାଗରେ ଅନ୍ତଭୁକ୍ତ କରାଯାଉ ଓ ପଦବୀ କୁ ଏଏସଆଇରେ ନିମିତ୍ତ କରାଯାଉ । ମାସିକ ପିଡିଏସ ଆବଣ୍ଟନରେ ନିଅଣ୍ଟକୁ ଭରଣ କରାଯାଉ ।ଏହି ଦାବୀ ପତ୍ରରେ ଦାବି ଗୁଡିକ ଉଲ୍ଲେଖ ରହିଥିବା ବେଲେ ଆସନ୍ତା ୨୮ ତାରିଖରୁ ଅନିର୍ଦ୍ଧିଷ୍ଟ କାଳ ପର୍ୟ୍ୟନ୍ତ ଧାରଣା ଦେବା ପାଇଁ ରାଜ୍ୟ ଯୋଗାଣ ସଂଘ ସଭାପତି ସୋଦନ ପଟେଲ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି