Masthead

୫ଥରର ମୁଖ୍ୟମନ୍ତ୍ରୀ ପାଇଁ ତାଙ୍କ ଭିତରେ ଅହଙ୍କାର ବଢ଼ିଯାଇଛି : ତାରାପ୍ରସାଦ ବାହିନୀପତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଅହଙ୍କାର ବଢ଼ି ଯାଇଛି ।ଯେହେତୁ ୫ଥରର ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଯେଉଁ କଥା କହୁଛନ୍ତି ଏହା ଗଣତନ୍ତ୍ରକୁ ଶୁଭଙ୍କର ନୁହଁ। ଅଧିକାର ଅଛି ବିରୋଧୀ ଦଳ ତଥା ନେତାଙ୍କର ସାଧାରଣ ଜନତାଙ୍କ ହକ ଦାବି ଉପସ୍ଥାପନ କରିବା ପାଇଁ।

ଲୋକଙ୍କ ସମସ୍ୟା ଉଠାଇବା ମାନେ ନୁହେଁ ଜନ ବିରୋଧୀ । ସେ ଯାହା କହିବେ ଆମେ କଣ ମାନିବାକୁ ବାଧ୍ୟ ନା କଣ । ବିଜୁ ଜନତା ଦଳ ବିରୋଧୀଙ୍କୁ ନେଇ ଯାହା ଭାବୁଛି ତାହା ଦୁର୍ଭାଗ୍ୟ। ରାଜ୍ୟରେ ତ ବର୍ତ୍ତମାନ ଏକଛତ୍ରବାଦ ଶାସନ ଚାଲିଛି। ଆଉ ୟାଠୁ ଅଧିକ କଣ ଚାହୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ