Masthead

୫ଥରର ମୁଖ୍ୟମନ୍ତ୍ରୀ ପାଇଁ ତାଙ୍କ ଭିତରେ ଅହଙ୍କାର ବଢ଼ିଯାଇଛି : ତାରାପ୍ରସାଦ ବାହିନୀପତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଅହଙ୍କାର ବଢ଼ି ଯାଇଛି ।ଯେହେତୁ ୫ଥରର ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଯେଉଁ କଥା କହୁଛନ୍ତି ଏହା ଗଣତନ୍ତ୍ରକୁ ଶୁଭଙ୍କର ନୁହଁ। ଅଧିକାର ଅଛି ବିରୋଧୀ ଦଳ ତଥା ନେତାଙ୍କର ସାଧାରଣ ଜନତାଙ୍କ ହକ ଦାବି ଉପସ୍ଥାପନ କରିବା ପାଇଁ।

ଲୋକଙ୍କ ସମସ୍ୟା ଉଠାଇବା ମାନେ ନୁହେଁ ଜନ ବିରୋଧୀ । ସେ ଯାହା କହିବେ ଆମେ କଣ ମାନିବାକୁ ବାଧ୍ୟ ନା କଣ । ବିଜୁ ଜନତା ଦଳ ବିରୋଧୀଙ୍କୁ ନେଇ ଯାହା ଭାବୁଛି ତାହା ଦୁର୍ଭାଗ୍ୟ। ରାଜ୍ୟରେ ତ ବର୍ତ୍ତମାନ ଏକଛତ୍ରବାଦ ଶାସନ ଚାଲିଛି। ଆଉ ୟାଠୁ ଅଧିକ କଣ ଚାହୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ