Masthead

ମହାଶିବରାତ୍ରୀ ପାଇଁ ଚଳଚଞ୍ଚଳ ବାବା ଆଖଣ୍ଡଳମଣିଙ୍କ ପୀଠ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ମହାଶିବରାତ୍ରୀ ପାଇଁ ଚଳଚଞ୍ଚଳ ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ପୀଠ । ନୀତି ନିର୍ଘଣ୍ଟ ଅନୁସାରେ ଚାଲିଛି ବାବା ଆଖଣ୍ଡଳମଣିଙ୍କ ନୀତିକାନ୍ତି । ଭୋର ୪ଟାରେ ମଙ୍ଗଳ ଆଳତି, ୪. ୩୦ ରେ କନିକା ରାଜଙ୍କ ଘର୍ଷଣ ଲାଗି ସରିବା ପରେ ସକାଳ ୫ଟାରୁ ଭକ୍ତ ତଥା ଶ୍ରଦ୍ଧାଳୁ ମାନେ ବାବା ଙ୍କୁ ଦର୍ଶନ କରୁଛନ୍ତି । ଭିଡ଼ କୁ ନିୟନ୍ତ୍ରଣ କରିବା ଲାଗି ଜିଲ୍ଲା ପ୍ରସାଶନ ତରଫରୁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯିବ ସହ ବୈତରଣୀ ପାର ହୋଇ ଆସୁଥିବା ଭକ୍ତ ମାନଙ୍କ ସୁରକ୍ଷା ପାଇଁ ଓଡ୍ରାଫ ଟିମକୁ ନିୟୋଜିତ କରାଯାଇଛି । ଜିଲ୍ଲା ପ୍ରସାଶନ ର ବରିଷ୍ଠ ଅଧିକାରୀ ମାନେ ସୁରକ୍ଷା ବ୍ୟବସ୍ଥା କୁ ଯାଞ୍ଚ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା