Masthead

ମହାଶିବରାତ୍ରୀ ପାଇଁ ଚଳଚଞ୍ଚଳ ବାବା ଆଖଣ୍ଡଳମଣିଙ୍କ ପୀଠ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ମହାଶିବରାତ୍ରୀ ପାଇଁ ଚଳଚଞ୍ଚଳ ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ପୀଠ । ନୀତି ନିର୍ଘଣ୍ଟ ଅନୁସାରେ ଚାଲିଛି ବାବା ଆଖଣ୍ଡଳମଣିଙ୍କ ନୀତିକାନ୍ତି । ଭୋର ୪ଟାରେ ମଙ୍ଗଳ ଆଳତି, ୪. ୩୦ ରେ କନିକା ରାଜଙ୍କ ଘର୍ଷଣ ଲାଗି ସରିବା ପରେ ସକାଳ ୫ଟାରୁ ଭକ୍ତ ତଥା ଶ୍ରଦ୍ଧାଳୁ ମାନେ ବାବା ଙ୍କୁ ଦର୍ଶନ କରୁଛନ୍ତି । ଭିଡ଼ କୁ ନିୟନ୍ତ୍ରଣ କରିବା ଲାଗି ଜିଲ୍ଲା ପ୍ରସାଶନ ତରଫରୁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯିବ ସହ ବୈତରଣୀ ପାର ହୋଇ ଆସୁଥିବା ଭକ୍ତ ମାନଙ୍କ ସୁରକ୍ଷା ପାଇଁ ଓଡ୍ରାଫ ଟିମକୁ ନିୟୋଜିତ କରାଯାଇଛି । ଜିଲ୍ଲା ପ୍ରସାଶନ ର ବରିଷ୍ଠ ଅଧିକାରୀ ମାନେ ସୁରକ୍ଷା ବ୍ୟବସ୍ଥା କୁ ଯାଞ୍ଚ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା