Masthead

ଜାତୀୟ ପତାକା ଉତ୍ତୋଳନ କଲେ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରଥମ ଥର ପାଇଁ ନୂଆ ସଂସଦ ଭବନରେ ପତାକା ଉତ୍ତୋଳନ କରାଯାଇଛି । ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଏବଂ ଲୋକସଭା ବାଚସ୍ପତି ଓମ ବିର୍ଲା ନୂଆ ସଂସଦ ଭବନର ଗଜଦ୍ୱାରରେ ପତାକା ଉତ୍ତେଳାନ କରିଥିଷଳ । ଜାତୀୟ ସଙ୍ଗୀତ ପରେ ଦଚନେଁ ଜାତୀ୍ର ପତାକାକୁ ଅଭିବାଦନ ଜଣାଇଥିଲେ । ଏହି ସମୟରେ ସମସ୍ତ କେନ୍ଦ୍ରମନ୍ତ୍ରୀ, ଲୋକସଭାରେ ବିରୋଧୀ ଦଳ ନେତା ଅଧୀର ରଞ୍ଜନ ଚୌଧୁରୀ ଉପସ୍ଥିତ ଥିଲେ । ସୋମବାର ସଂସଦର ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଡକାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି