Masthead

ରାଉରକେଲା ଏନଆଇଟିରେ ରାଷ୍ଟ୍ରପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରବିବାର ରାଉରକେଲା ଏନଆଇଟି ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏଥିସହ ରାଉରକେଲା ହଟିଲ ପ୍ଲାଣ୍ଟ ଦ୍ୱାରା ନିର୍ମିତ ସୁପର ସ୍ପେଶାଲିଟି ହସ୍ପିଟାଲର ଉଦଘାଟନ ମଧ୍ୟ କରିବେ । ଏନଆଇଟିର କୌଣସି କାର୍ଯ୍ୟକ୍ରମରେ ପ୍ରଥମ ଥର ପାଇଁ ରାଷ୍ଟ୍ରପତି ହେବେ ସାମିଲ ।

ଏନେଇ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ରାଷ୍ଟ୍ରପତି ୧୦.୩୫ରେ ରାଉରକେଲା ଏୟାର ଷ୍ଟ୍ରିପରେ ପହଞ୍ଚିଛନ୍ତି । ୧୧ଟାରେ ଏନଆଇଟି କନଭୋକେସନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଏହା ପରେ ଅପରାହ୍ନ ୩.୪୫ରେ ସୁପର ସ୍ପେଶାଲିଟି ହସ୍ପିଟାଲ ଉଦଘାଟନ କାର୍ଯ୍ୟକ୍ରମରେ ଯୋଗ ଦେଇ ଏହାର ଉଦଘାଟନ କରିବେ । କାର୍ଯ୍ୟକ୍ରମ ଶେଷ ହେବା ପରେ ଅପରାହ୍ନ ୪.୫୦ରେ ଭୁବନେଶ୍ୱର ଫେରିବେ ମହାମହିମ ରାଷ୍ଟ୍ରପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି