Masthead

ଲଗାତାର ଦ୍ଵିତୀୟ ଥର ନିରାଶ କଲା ଟିମ୍‌ ଇଣ୍ଡିଆ

ଦୁବାଇ(ବଡ଼ ଖବର):ଲଗାତାର ଦ୍ଵିତୀୟ ଥର ନିରାଶ କଲା ଟିମ ଇଣ୍ଡିଆ। ପ୍ରଥମେ ବ୍ୟାଟିଂ କରି ବିପର୍ଯ୍ୟସ୍ତ ହୋଇଥିବା ଭାରତ ପୁଣିଥରେ ପରାଜୟ ସ୍ଵୀକାର କରିଛି। ଟି-୨୦ ବିଶ୍ଵକପରେ ଭାରତର ନୈରାଶ୍ୟଜନକ ପ୍ରଦର୍ଶନ କଲା ଭାରତ। । ୧୧୧ ରନର ଟାର୍ଗେଟକୁ ପିଛା କରି ସହଜ ବିଜୟ ହାସଲ କରିଛି ନ୍ୟୁଜିଲାଣ୍ଡ । ଭାରତକୁ ୮ ୱିକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ । ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ଓଭରରେ ୭ ୱିକେଟ୍ ହରାଇ ମାତ୍ର ୧୧୦ ରନ୍ କରିଥିଲା ଭାରତ ।

ନିର୍ଦ୍ଧାରିତ ୨୦ ଓଭରରେ ଭାରତୀୟ ଟିମ  ୭ ୱିକେଟ ହରାଇବା ସହ ୧୧୦ ରନ ସଂଗ୍ରହ କରିଥିଲା  । ସେପଟେ ଦ୍ୱିତୀୟ ଇଂନିସରେ ବ୍ୟାଟି ଗ୍ରାଉଣ୍ଡକୁ ଓହ୍ଲାଇଥିବା ନ୍ୟୁଜିଲ୍ୟାଣ୍ଡ ଟିମ ଆରମ୍ଭରୁ ଦମଦାର ପ୍ରଦର୍ଶନ କରିଥିଲା  । ଦଳ ୧୪ ଓଭର ମଧ୍ୟରେ ୧୧୧ ରନ କରି ବିଜୟୀ ହୋଇଛି  ।  ଏହି ମ୍ୟାଚରେ ପରାଜୟ ପରେ ଭାରତର ସେମିଫାଇନାଲ୍ ଆଶା ମଉଳିବାରେ ଲାଗିଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ