Masthead

ତୃତୀୟ ଥର ପାଇଁ ମା ହେଲା ବିଜୟା

ଭୁବନେଶ୍ୱର ( ବଡ଼ ଖବର ବ୍ୟୁରୋ ): ନନ୍ଦନକାନନ ପ୍ରାଣିଉଦ୍ୟାନ ପାଇଁ ଆଜି ଖୁସିର ଦିନ । ଧଳାବାଘୁଣୀ ବିଜୟା ଆଜି ତୃତୀୟ ଥର ପାଇଁ ମା ହୋଇଛି । ନନ୍ଦନକାନନରେ ସୈଫ ଓ ବିଜୟାର ମିଳନରେ ଧଳା ବାଘୁଣୀ ବିଜୟା ୩ ବାଘ ଶାବକ ଜନ୍ମ ଦେଇଛି । ଆଜି ୧୦.୫୮ମିନିଟ ସମୟରେ ଜନ୍ମ ଦେଇଛି ବିଜୟା । ସେମାନେ ଏବେ ସୁସ୍ଥ ଅଛନ୍ତି। ସିସିଟିଭି ମାଧ୍ୟମରେ ବାଘୁଣୀ ଓ ଶାବକ ଗୁଡ଼ିକ ଉପରେ ନଜର ରଖାଯାଇଛି । ଏବେ ନନ୍ଦନକାନନରେ ମହାବଳ ବାଘମାନଙ୍କ ସଂଖ୍ୟା ୨୭କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଦେଇଛନ୍ତି ଉପ ନିର୍ଦେଶକ ବିମଳ ଆଚାର୍ଯ୍ୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା