Masthead

ତୃତୀୟ ଥର ପାଇଁ ମା ହେଲା ବିଜୟା

ଭୁବନେଶ୍ୱର ( ବଡ଼ ଖବର ବ୍ୟୁରୋ ): ନନ୍ଦନକାନନ ପ୍ରାଣିଉଦ୍ୟାନ ପାଇଁ ଆଜି ଖୁସିର ଦିନ । ଧଳାବାଘୁଣୀ ବିଜୟା ଆଜି ତୃତୀୟ ଥର ପାଇଁ ମା ହୋଇଛି । ନନ୍ଦନକାନନରେ ସୈଫ ଓ ବିଜୟାର ମିଳନରେ ଧଳା ବାଘୁଣୀ ବିଜୟା ୩ ବାଘ ଶାବକ ଜନ୍ମ ଦେଇଛି । ଆଜି ୧୦.୫୮ମିନିଟ ସମୟରେ ଜନ୍ମ ଦେଇଛି ବିଜୟା । ସେମାନେ ଏବେ ସୁସ୍ଥ ଅଛନ୍ତି। ସିସିଟିଭି ମାଧ୍ୟମରେ ବାଘୁଣୀ ଓ ଶାବକ ଗୁଡ଼ିକ ଉପରେ ନଜର ରଖାଯାଇଛି । ଏବେ ନନ୍ଦନକାନନରେ ମହାବଳ ବାଘମାନଙ୍କ ସଂଖ୍ୟା ୨୭କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଦେଇଛନ୍ତି ଉପ ନିର୍ଦେଶକ ବିମଳ ଆଚାର୍ଯ୍ୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ